Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

33 ଏଣୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହିକଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ କି ଏହି ନଗରକୁ ତୀର ମାରିବ ନାହିଁ। ପୁଣି ତା’ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ କି ତାହା ବିରୁଦ୍ଧରେ ଆକ୍ରମଣ କରିବାକୁ ବନ୍ଧ ବାନ୍ଧିବ ନାହିଁ।

Gade chapit la Kopi




ଯିଶାଇୟ 37:33
11 Referans Kwoze  

ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।


ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।


Swiv nou:

Piblisite


Piblisite