ଯିଶାଇୟ 37:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ। Gade chapit laପବିତ୍ର ବାଇବଲ (Re-edited) - (BSI)36 ଅନନ୍ତର ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ। Gade chapit laଓଡିଆ ବାଇବେଲ36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ। Gade chapit laପବିତ୍ର ବାଇବଲ36 ଏହା ପରେ ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ 185,000 ଲୋକଙ୍କୁ ସଂହାର କଲେ। ଯେତେବେଳେ ପ୍ରଭାତରେ ଲୋକମାନେ ଉଠିଲେ, ସେମାନଙ୍କ ଚତୁର୍ଦ୍ଦିଗରେ କେବଳ ଶବମାନ ଦେଖିଲେ। Gade chapit la |
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।