Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

5-6 ରାଜା ହିଜକିୟଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ପହଞ୍ଚିଲେ। ଯିଶାଇୟ ସେମାନଙ୍କୁ କହିଲେ, “ଏହି କଥା ତୁମ୍ଭର ପ୍ରଭୁ ହିଜକିୟଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ‘ଅଶୂର ରାଜାର ଦାସମାନେ “ବାଳକମାନଙ୍କୁ” ନିନ୍ଦା କରିବାର ଯେଉଁ କଥା ଶୁଣିଅଛ! ତହିଁରେ ଭୟଭୀତ ହୁଅ ନାହିଁ।

Gade chapit la Kopi




ଯିଶାଇୟ 37:5
2 Referans Kwoze  

ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।


Swiv nou:

Piblisite


Piblisite