Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Gade chapit la Kopi




ଯିଶାଇୟ 37:6
16 Referans Kwoze  

ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”


ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


Swiv nou:

Piblisite


Piblisite