Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,

Gade chapit la Kopi

ପବିତ୍ର ବାଇବଲ

9 ଅଶୂରର ରାଜା ଶୁଣିବାକୁ ପାଇଲେ, “ରାଜା ତିହୀକ କୂଶ ଦେଶରେ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସୁଛନ୍ତି,” ଯେତେବେଳେ ଅଶୂରର ରାଜା ଏ କଥା ଶୁଣିଲେ, ସେ ହିଜକିୟ ପାଖକୁ ଦୂତଗଣ ପଠାଇଲେ ଏବଂ କହିଲେ,

Gade chapit la Kopi




ଯିଶାଇୟ 37:9
7 Referans Kwoze  

ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।


ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”


ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;


ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,


Swiv nou:

Piblisite


Piblisite