ଯିଶାଇୟ 38:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେନ୍ତ ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। Gade chapit laଓଡିଆ ବାଇବେଲ18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି। Gade chapit laପବିତ୍ର ବାଇବଲ18 ପାତାଳ ତୁମ୍ଭକୁ ଧନ୍ୟବାଦ ଦେଇ ପାରିବ ନାହିଁ। ମୃତ୍ୟୁ ତୁମ୍ଭର ପ୍ରଶଂସା ଗାନ କରି ପାରିବ ନାହିଁ। ତେଣୁ ମର୍ତ୍ତଗାମୀମାନେ ତୁମ୍ଭର ବିଶ୍ୱସ୍ତତା ଘୋଷଣା କରିବେନି। Gade chapit la |