ଯିଶାଇୟ 38:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ। Gade chapit laଓଡିଆ ବାଇବେଲ20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ।” Gade chapit laପବିତ୍ର ବାଇବଲ20 ତେଣୁ ମୁଁ କହିବି, “ସଦାପ୍ରଭୁ ମୋତେ ପରିତ୍ରାଣ କଲେ। ତେଣୁ ଆମ୍ଭେମାନେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିରରେ ତାରଯୁକ୍ତ ଯନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।” Gade chapit la |