Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହିଜକୀୟ ମଧ୍ୟ କହିଥିଲା, ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?

Gade chapit la Kopi

ଓଡିଆ ବାଇବେଲ

22 ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?”

Gade chapit la Kopi

ପବିତ୍ର ବାଇବଲ

22 ମାତ୍ର ହିଜକିୟ ଯିଶାଇୟଙ୍କୁ ପ୍ରଶ୍ନ କଲେ, “ମୁଁ ଭଲ ହେବି, ସଦାପ୍ରଭୁ କି ସଙ୍କେତ ଦ୍ୱାରା ପ୍ରମାଣ କରିବେ? ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯିବି କେଉଁ ସଙ୍କେତ ଦ୍ୱାରା ପ୍ରମାଣିତ ହେବ?”

Gade chapit la Kopi




ଯିଶାଇୟ 38:22
9 Referans Kwoze  

ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।


ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;


ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।


Swiv nou:

Piblisite


Piblisite