ଯିଶାଇୟ 38:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବ-ପୁରୁଷ ଦାଉଦଙ୍କ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା। Gade chapit laଓଡିଆ ବାଇବେଲ5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା। Gade chapit laପବିତ୍ର ବାଇବଲ5 “ତୁମ୍ଭେ ହିଜକିୟ ନିକଟକୁ ଯାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ସଦାପ୍ରଭୁ ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆୟୁ ପନ୍ଦରବର୍ଷ ବଢ଼ାଇବା।’ Gade chapit la |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’