Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦେଖ, ଆମ୍ଭେ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ତ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।

Gade chapit la Kopi

ଓଡିଆ ବାଇବେଲ

8 ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା।” ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।

Gade chapit la Kopi

ପବିତ୍ର ବାଇବଲ

8 “ଦେଖ, ମୁଁ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହାକୁ ଦିଗପାହୁଣ୍ଡ ପଛକୁ ଫେରାଇ ଆଣିବି।”

Gade chapit la Kopi




ଯିଶାଇୟ 38:8
8 Referans Kwoze  

ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।


ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।


“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”


ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,


Swiv nou:

Piblisite


Piblisite