ଯିଶାଇୟ 39:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ। ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ। Gade chapit laଓଡିଆ ବାଇବେଲ8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit laପବିତ୍ର ବାଇବଲ8 ସେତେବେଳେ ହିଜକିୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ ତାହା ଉତ୍ତମ।” ସେ ପୁଣି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit la |