Biblia Todo Logo
Bib sou entènèt

- Piblisite -




ଯିଶାଇୟ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।

Gade chapit la Kopi

ଓଡିଆ ବାଇବେଲ

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ସାତ ଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହାହେଲେ ଆମ୍ଭେମାନେ ଆମ୍ଭମାନଙ୍କର ସମସ୍ତ କାର୍ଯ୍ୟ କରିବୁ। ଆମ୍ଭମାନଙ୍କୁ କେବଳ ତୁମ୍ଭର ନାମରେ ଖ୍ୟାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।”

Gade chapit la Kopi




ଯିଶାଇୟ 4:1
15 Referans Kwoze  

ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”


ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।


କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।


ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।


ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।


ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।


ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।


ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।


ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”


ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।


Swiv nou:

Piblisite


Piblisite