ଯିଶାଇୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Gade chapit laଓଡିଆ ବାଇବେଲ4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। Gade chapit laପବିତ୍ର ବାଇବଲ4 ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧୌତ କରିବେ। ସେ ଯିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦେବେ। ପରମେଶ୍ୱର ତାଙ୍କର ନ୍ୟାୟ ଆତ୍ମାକୁ ପ୍ରୟୋଗ କରିବେ। ଆଉ ମଧ୍ୟ ସେ ତାଙ୍କର ଜ୍ୱଳନ୍ତ ଆତ୍ମାକୁ ବ୍ୟବହାର କରିବେ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”