ଯିଶାଇୟ 40:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି? Gade chapit laଓଡିଆ ବାଇବେଲ12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ? Gade chapit laପବିତ୍ର ବାଇବଲ12 କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି? Gade chapit la |