ଯିଶାଇୟ 40:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା? Gade chapit laପବିତ୍ର ବାଇବଲ (Re-edited) - (BSI)14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା? Gade chapit laଓଡିଆ ବାଇବେଲ14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା ? Gade chapit laପବିତ୍ର ବାଇବଲ14 ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି? କେହି ତାଙ୍କୁ ଶିକ୍ଷା ଦେଇଥିଲା କି? କିଏ ତାଙ୍କୁ ବିଗ୍ଭରର ପଥ ଶିଖାଇଲା? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦେଲା? ନା, ସଦାପ୍ରଭୁ ବିବେଚନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ। Gade chapit la |