ଯିଶାଇୟ 40:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ। Gade chapit laଓଡିଆ ବାଇବେଲ20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ। Gade chapit laପବିତ୍ର ବାଇବଲ20 ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ଯିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ “ପ୍ରତିମା” ନିର୍ମାଣ କରିବାରେ ଯାହାକି ପଡ଼ିଯିବ ନାହିଁ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।