Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

23 ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ୱ ଦିଅନ୍ତି ନାହିଁ। ପୃଥିବୀରେ ତାଙ୍କ ସୂକ୍ଷ୍ମ ବିଗ୍ଭରକର୍ତ୍ତାମାନଙ୍କୁ ସେ ମୂଲ୍ୟହୀନ କରନ୍ତି।

Gade chapit la Kopi




ଯିଶାଇୟ 40:23
16 Referans Kwoze  

ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।


ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।


ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!


ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।


ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।


ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


Swiv nou:

Piblisite


Piblisite