ଯିଶାଇୟ 40:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ। Gade chapit laଓଡିଆ ବାଇବେଲ26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ। Gade chapit laପବିତ୍ର ବାଇବଲ26 ଆକାଶକୁ ଦେଖ! କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି? ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ୟ ହଜେ ନାହିଁ। Gade chapit la |