Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,” ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ଵରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କିପାଁ ଏହା କହୁଅଛ?

Gade chapit la Kopi

ଓଡିଆ ବାଇବେଲ

27 ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ ?

Gade chapit la Kopi

ପବିତ୍ର ବାଇବଲ

27 ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ? ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା ପ୍ରଗ୍ଭର କରୁଛ? ମୋର ପଥ, “ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମୋର ବିଗ୍ଭର ପରମେଶ୍ୱରଙ୍କର ଜ୍ଞାନର ଅତୀତ ବୋଲି କହୁଅଛ।”

Gade chapit la Kopi




ଯିଶାଇୟ 40:27
10 Referans Kwoze  

ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”


ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”


“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;


କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;


ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।


ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”


କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।


ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।


Swiv nou:

Piblisite


Piblisite