ଯିଶାଇୟ 40:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର। Gade chapit laଓଡିଆ ବାଇବେଲ3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର। Gade chapit laପବିତ୍ର ବାଇବଲ3 ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚିକ୍କଣ କର। Gade chapit la |