ଯିଶାଇୟ 40:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ। Gade chapit laଓଡିଆ ବାଇବେଲ7 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ। Gade chapit laପବିତ୍ର ବାଇବଲ7 ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଳାନ ହୁଏ। କାରଣ ତାହା ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ। ତେଣୁ ଲୋକମାନେ ନିଶ୍ଚିତ ତୃଣ ସ୍ୱରୂପ। Gade chapit la |