ଯିଶାଇୟ 41:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଦ୍ଵୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ। Gade chapit laଓଡିଆ ବାଇବେଲ1 “ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ କୁହନ୍ତି, “ହେ ଦ୍ୱୀପ ସମୂହ, ନୀରବ ହୁଅ। ମୋ’ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭେମାନେ ଏକତ୍ରିତ ବିଗ୍ଭର କରୁ। Gade chapit la |