ଯିଶାଇୟ 41:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ। Gade chapit laଓଡିଆ ବାଇବେଲ11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ। Gade chapit laପବିତ୍ର ବାଇବଲ11 ଦେଖ, କେତେକ ବ୍ୟକ୍ତି ତୁମ୍ଭ ଉପରେ କ୍ରୋଧ ହୋଇଛନ୍ତି। ମାତ୍ର ସେମାନେ ଲଜ୍ଜିତ ଓ ଅପମାନିତ ହେବେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସେମାନେ ତୁଚ୍ଛ ବସ୍ତୁଭଳି ବିନଷ୍ଟ ହେବେ। Gade chapit la |