ଯିଶାଇୟ 41:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ। Gade chapit laଓଡିଆ ବାଇବେଲ12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ। Gade chapit laପବିତ୍ର ବାଇବଲ12 ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କର ଅନ୍ୱେଷଣ କରିବ। ମାତ୍ର ସେମାନଙ୍କର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରନ୍ତି ସେମାନେ ଅବସ୍ତୁ ତୁଲ୍ୟ ତୁଚ୍ଛ ହେବେ। Gade chapit la |