ଯିଶାଇୟ 41:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ। Gade chapit laଓଡିଆ ବାଇବେଲ26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ। Gade chapit laପବିତ୍ର ବାଇବଲ26 “କିଏ ଆଦ୍ୟରୁ ଏହା ପ୍ରକାଶ କରିଅଛି? ତାହାହେଲେ ଆମ୍ଭେମାନେ ପରମେଶ୍ୱର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କେହି ନାହିଁ କି ଦେଖାଇବା ଲୋକ କେହି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ୟ କେହି ନାହିଁ। Gade chapit la |