ଯିଶାଇୟ 41:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit laଓଡିଆ ବାଇବେଲ28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit laପବିତ୍ର ବାଇବଲ28 ଆମ୍ଭେ ଅନାଇଲା ବେଳେ କେହି ନାହିଁ। ପୁଣି ପ୍ରଶ୍ନ କଲାବେଳେ ସେମାନଙ୍କ ମଧ୍ୟରେ କେହି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦେବାକୁ ନାହିଁ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।