ଯିଶାଇୟ 42:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ। Gade chapit laଓଡିଆ ବାଇବେଲ1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ। Gade chapit laପବିତ୍ର ବାଇବଲ1 “ମୋର ଦାସକୁ ଦେଖ। ମୁଁ ତାକୁ ମନୋନୀତ କରିଅଛି। ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ। ମୁଁ ତାହା ଉପରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ। Gade chapit la |