ଯିଶାଇୟ 42:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ଵର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laଓଡିଆ ବାଇବେଲ13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laପବିତ୍ର ବାଇବଲ13 ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ ଓ ସେ ଘୋର ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।