ଯିଶାଇୟ 42:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ଵର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ। Gade chapit laଓଡିଆ ବାଇବେଲ17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ। Gade chapit laପବିତ୍ର ବାଇବଲ17 କିନ୍ତୁ କେତେକ ଲୋକ ମୋର ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖୋଦିତ ପ୍ରତିମାଗଣକୁ କିମ୍ବା ମୃତ୍ତିକାରେ ନିର୍ମିତ ଦେବତାମାନଙ୍କୁ ବିଶ୍ୱାସ କରନ୍ତି, କେବେ ସେମାନେ ହତାଶ ହୋଇ ଲଜ୍ଜିତ ହେବେ। Gade chapit la |