ଯିଶାଇୟ 42:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟ ସ୍ଵରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ। Gade chapit laଓଡିଆ ବାଇବେଲ22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ। Gade chapit laପବିତ୍ର ବାଇବଲ22 ଏହି ଲୋକମାନଙ୍କୁ ଦେଖ। ସେମାନେ ଅପହୃତ ଓ ଲୁଣ୍ଠିତ। ସେମାନେ ଗର୍ଭରେ ପାଶବଦ୍ଧ ଓ କାରାଗାରରେ ଲୁଗ୍ଭ ଯାଇଛନ୍ତି। ସେମାନଙ୍କର ଧନ ଲୁଣ୍ଠିତ ହୋଇଛି। ସେମାନଙ୍କୁ ଉଦ୍ଧାର କରିବାକୁ କେହି ନାହାନ୍ତି। ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟକୁ “ଫେରାଇ ଦେବା” ପାଇଁ କହିବାକୁ ମଧ୍ୟ କେହି ନାହିଁ। Gade chapit la |