ଯିଶାଇୟ 42:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)24 ଯାକୁବକୁ ଲୁଟ ସ୍ଵରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକ-ମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି? Gade chapit laଓଡିଆ ବାଇବେଲ24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ? Gade chapit laପବିତ୍ର ବାଇବଲ24 ଯାକୁବକୁ ଲୁଣ୍ଠିତ ହେବା ପାଇଁ ଇସ୍ରାଏଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇସ୍ରାଏଲର ଲୋକମାନେ ମଧ୍ୟ ତାଙ୍କ ବାକ୍ୟ ଶୁଣି ନାହାନ୍ତି। Gade chapit la |