ଯିଶାଇୟ 42:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ, Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ଵାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ , ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁଜ, Gade chapit laଓଡିଆ ବାଇବେଲ6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ, Gade chapit laପବିତ୍ର ବାଇବଲ6 “ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି। Gade chapit la |