ଯିଶାଇୟ 43:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ପ୍ରକାଶ କରିଅଛୁ ଓ ଆମ୍ଭେ ତ୍ରାଣ କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ଵର ଅଟୁ। Gade chapit laଓଡିଆ ବାଇବେଲ12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” Gade chapit laପବିତ୍ର ବାଇବଲ12 ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧ୍ୟରେ କେହି ବିଦେଶୀୟ ଦେବତା ନ ଥିଲେ, ଆମ୍ଭେ ଦେଖାଇଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” Gade chapit la |