Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ଲିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେ ରଥ ଓ ଅଶ୍ଵ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ଓଡିଆ ବାଇବେଲ

17 ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ

17 “ଯେଉଁ ଲୋକମାନେ ରଥ, ଅଶ୍ୱ, ସୈନ୍ୟ ଓ ବୀରଗଣଙ୍କୁ ନେଇ ମୋ’ ବିପକ୍ଷରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସେମାନେ କେବେ ଉଠିବେ ନାହିଁ। ସେମାନେ ଧ୍ୱଂସ ହେବେ ଓ ଛଣପଟ ପରି ଲିଭିଯିବେ।

Gade chapit la Kopi




ଯିଶାଇୟ 43:17
16 Referans Kwoze  

ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।


ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।


ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;


ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;


ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।


Swiv nou:

Piblisite


Piblisite