ଯିଶାଇୟ 43:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା। Gade chapit laଓଡିଆ ବାଇବେଲ19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା। Gade chapit laପବିତ୍ର ବାଇବଲ19 କାରଣ ଆମ୍ଭେ ନୂତନ କାର୍ଯ୍ୟ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହେବ। ତୁମ୍ଭେ ଏହା ସତ୍ୟ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ୟ ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା। Gade chapit la |