ଯିଶାଇୟ 43:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ; Gade chapit laପବିତ୍ର ବାଇବଲ (Re-edited) - (BSI)20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ; Gade chapit laଓଡିଆ ବାଇବେଲ20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ; Gade chapit laପବିତ୍ର ବାଇବଲ20 ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସେମାନେ ଆମ୍ଭର ଗୌରବ କରିବେ। Gade chapit la |