ଯିଶାଇୟ 43:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ। Gade chapit laଓଡିଆ ବାଇବେଲ23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ। Gade chapit laପବିତ୍ର ବାଇବଲ23 ଆମ୍ଭ ନିମନ୍ତେ ନିଜର ଉତ୍ସର୍ଗ ମେଷଗୁଡ଼ିକୁ ଆମ୍ଭ ନିକଟକୁ ଆଣି ନାହଁ। କିମ୍ବା ବଳିଦାନ ଦ୍ୱାରା ଆମ୍ଭର ଅଭ୍ୟର୍ଥନା କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ ଭାବରେ ବ୍ୟବହାର କରି ନାହୁଁ କିମ୍ବା ଧୂପ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରି ନାହୁଁ। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;