ଯିଶାଇୟ 43:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit laଓଡିଆ ବାଇବେଲ25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit laପବିତ୍ର ବାଇବଲ25 “ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ୟ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିଯାଏ। ମୋର ଗାରିମାକୁ ରକ୍ଷା କରିବାକୁ ଏପରି କରେ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”