ଯିଶାଇୟ 43:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା; Gade chapit laପବିତ୍ର ବାଇବଲ (Re-edited) - (BSI)5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା; Gade chapit laଓଡିଆ ବାଇବେଲ5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା; Gade chapit laପବିତ୍ର ବାଇବଲ5 “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।