ଯିଶାଇୟ 43:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ। Gade chapit laଓଡିଆ ବାଇବେଲ7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ। Gade chapit laପବିତ୍ର ବାଇବଲ7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍ଥେ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ୟେକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ। Gade chapit la |