ଯିଶାଇୟ 43:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେଣ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। Gade chapit laଓଡିଆ ବାଇବେଲ9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। Gade chapit laପବିତ୍ର ବାଇବଲ9 ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।” Gade chapit la |