Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ୍ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।

Gade chapit la Kopi

ଓଡିଆ ବାଇବେଲ

14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।

Gade chapit la Kopi

ପବିତ୍ର ବାଇବଲ

14 ସେ ନିଜ ପାଇଁ ଏରସ, ତର୍ସୀ ଓ ଅଲୋନବୃକ୍ଷ କାଟେ। ସେ ସେଗୁଡ଼ିକ ଜଙ୍ଗଲ ବୃକ୍ଷମାନଙ୍କ ମଧ୍ୟରେ ବଢ଼ାଇଥାଏ। ମାତ୍ର ସେ ଦେବଦାରୁ ରୋପଣ କରେ, ତେବେ ବର୍ଷା ତାକୁ ବଢ଼ାଇବାରେ ସାହାଯ୍ୟ କରେ।

Gade chapit la Kopi




ଯିଶାଇୟ 44:14
6 Referans Kwoze  

ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।


ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।


Swiv nou:

Piblisite


Piblisite