ଯିଶାଇୟ 44:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି। Gade chapit laଓଡିଆ ବାଇବେଲ18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି। Gade chapit laପବିତ୍ର ବାଇବଲ18 ସେହି ଲୋକମାନେ କ’ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଗ୍ଭର କରନ୍ତି ନାହିଁ। ସେମାନେ ଯେପରି ଦେଖି ନ ପାରିବେ ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଛନ୍ତି। Gade chapit la |