ଯିଶାଇୟ 44:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ଵାରା ବିସ୍ମୃତ ନୋହିବ। Gade chapit laଓଡିଆ ବାଇବେଲ21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ। Gade chapit laପବିତ୍ର ବାଇବଲ21 “ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେମାନେ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଭେ ସୃଷ୍ଟି କରିଅଛୁ। ତେଣୁ ତୁମ୍ଭେମାନେ ଆମ୍ଭର ଦାସ। ହେ ଇସ୍ରାଏଲ, ଆମ୍ଭକୁ ଭୁଲିବ ନାହିଁ। Gade chapit la |