ଯିଶାଇୟ 44:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ? Gade chapit laପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ; ଆମ୍ଭେ ଏକାକୀ ଆକାଶମଣ୍ତଳ ବିସ୍ତାର କରୁ; ଆମ୍ଭେ ପୃଥିବୀକି ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ? Gade chapit laଓଡିଆ ବାଇବେଲ24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ? Gade chapit laପବିତ୍ର ବାଇବଲ24 ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢ଼ିଛନ୍ତି। ସେ ଏହା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଭେ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତ କେହି ନାହିଁ।” Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”