ଯିଶାଇୟ 44:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’ Gade chapit laପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁନ୍ତ ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେସବୁ ପୁନର୍ନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା; Gade chapit laଓଡିଆ ବାଇବେଲ26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା; Gade chapit laପବିତ୍ର ବାଇବଲ26 ଆମ୍ଭେ ଆମ୍ଭ ଦାସର ବାକ୍ୟ ଦୃଢ଼ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ୟ ଉତ୍ତମ ବୋଲି ଆମ୍ଭେ ଦେଖାଇ ଦେଉ। ସଦାପ୍ରଭୁ ଯିରୁଶାଲମ ବିଷୟରେ କୁହନ୍ତି, “ତାହା ପୁଣି ବସତି ବିଶିଷ୍ଟ ହେବ ଓ ଯିହୁଦାର ନଗର ବିଷୟରେ ସେ କୁହନ୍ତି, ସେ ସବୁ ପୁନଃନିର୍ମିତ ହେବ। ପୁଣି ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ପୁଣି ଗଢ଼ି ଉଠିବ।” Gade chapit la |
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”