ଯିଶାଇୟ 44:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵହସ୍ତରେ ସ୍ଵାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ। Gade chapit laଓଡିଆ ବାଇବେଲ5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।” Gade chapit laପବିତ୍ର ବାଇବଲ5 “ଜଣେ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର,’ ଅନ୍ୟ ଜଣେ ‘ଯାକୁବ’ ବୋଲି ନିଜକୁ କହିବ; ଆଉ କେହି ‘ସଦାପ୍ରଭୁଙ୍କର’ ସ୍ୱାକ୍ଷର ନିଜ ହାତରେ କରିବ ଓ ଅନ୍ୟ କେହି ‘ଇସ୍ରାଏଲର ନାମରେ ନିଜକୁ ପରିଚୟ ଦେବ।’” Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”