ଯିଶାଇୟ 44:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ। Gade chapit laଓଡିଆ ବାଇବେଲ6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ। Gade chapit laପବିତ୍ର ବାଇବଲ6 ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। Gade chapit la |