ଯିଶାଇୟ 44:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ଵାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ। Gade chapit laଓଡିଆ ବାଇବେଲ7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ। Gade chapit laପବିତ୍ର ବାଇବଲ7 ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ। Gade chapit la |