ଯିଶାଇୟ 44:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟ-ମାନ ଉପକାରକ ନୋହିବ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ। Gade chapit laଓଡିଆ ବାଇବେଲ9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ। Gade chapit laପବିତ୍ର ବାଇବଲ9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେ ସବୁ ଅସାର, ଯଦିଓ ଲୋକେ ସେଗୁଡ଼ିକୁ ଆଦର କରନ୍ତି। ସେଗୁଡ଼ିକ ଉପକାରୀ ନୁହନ୍ତି। ସେହି ଲୋକମାନେ ସାକ୍ଷୀ ହେଲେ ବି ସେମାନେ ଲଜ୍ଜିତ ହେବେ। ସେମାନେ କିଛି ଦେଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।